Ezekiel 12:3 — Compare Translations

5 translations compared side by side

Odia - 1840
"ତେଣୁ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ନିର୍ବାସନ ଗଲାପରି ତୁମ୍ଭମାନଙ୍କର ସମସ୍ତ ସାମଗ୍ରୀ ସଜାଡ଼ି ଦିଅ। ଦିନ ବେଳେ ଏହା କର ଯେତବେେଳେ ସମାନେେ ତୁମ୍ଭ ୟିବାର ଦେଖିପାରିବେ। ଯେତବେେଳେ ସମାନେେ ତୁମ୍ଭକୁ ଦେଖୁଛନ୍ତି ତୁମ୍ଭେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଗତି କିରବା ଉଚିତ୍। ତାହା ହେଲେ ସମାନେେ ବିଦ୍ରୋହୀ ଲୋକ ହେଲେ ହେଁ ବୁଝିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ପ୍ରସ୍ଥାନ କରିବା ପାଇଁ ସମ୍ଵଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ଵସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ । ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ, ହେ ମନୁଷ୍ୟ ପୁତ୍ର, ତୁମ୍ଭେ ନିର୍ବାସନ ଗଲାପରି ତୁମ୍ଭମାନଙ୍କର ସମସ୍ତ ସାମଗ୍ରୀ ସଜାଡ଼ି ଦିଅ। ଦିନ ବେଳେ ଏହା କର ଯେତେବେଳେ ସେମାନେ ତୁମ୍ଭ ଯିବାର ଦେଖି ପାରିବେ। ଯେତେବେଳେ ସେମାନେ ତୁମ୍ଭକୁ ଦେଖୁଛନ୍ତି ତୁମ୍ଭେ ଗୋଟିଏ ସ୍ଥାନରୁ ଆଉ ଗୋଟିଏ ସ୍ଥାନକୁ ଗତି କିରବା ଉଚିତ୍। ତାହାହେଲେ ସେମାନେ ବିଦ୍ରୋହୀ ଲୋକ ହେଲେ ହେଁ ବୁଝିପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱ ସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ ବଂଶ ହେଲେ ହେଁ ସେମାନେ ବିବେଚନା କରିବେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ନିର୍ବାସନ ନିମନ୍ତେ କରିବା ପାଇଁ ସମ୍ବଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ୱସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ।