Ezekiel 12:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ଦିନ ବେଳେ ତୁମ୍ଭମାନଙ୍କର ଗଣ୍ଠିଲିପତ୍ର ସଜାଡ଼ି ଦିଅ, ସତେ ଯେପରି ତୁମ୍ଭମାନେେ ନିର୍ବାସନକୁ ଯାଉଛ ଏବଂ ସମାନେେ ଦେଖୁଥିବା ସମୟରେ ୟିବାକୁ ପ୍ରସ୍ତୁତ ହୁଅ। ତା'ପ ରେ ସଂଧ୍ଯା ସମୟରେ ତୁମ୍ଭମାନେେ ବହୁ ଦୂର ଦେଶକୁ ୟାଇଥିବା ପରି ଅଭିନଯ କର, ନିର୍ବାସିତ ବନ୍ଦୀମାନଙ୍କ ପରି ଏହାକୁ ଯେତବେେଳେ ସମାନେେ ଦେଖୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଆପଣା ସମ୍ଵଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଦିନ ବେଳେ ତୁମ୍ଭମାନଙ୍କର ଗଣ୍ଠିଲିପତ୍ର ସଜାଡ଼ି ଦିଅ, ସତେ ଯେପରି ତୁମ୍ଭେମାନେ ନିର୍ବାସନକୁ ଯାଉଛ ଏବଂ ସେମାନେ ଦେଖୁଥିବା ସମୟରେ ଯିବାକୁ ପ୍ରସ୍ତୁତ ହୁଅ। ତା’ପରେ ସନ୍ଧ୍ୟା ସମୟରେ ତୁମ୍ଭେମାନେ ବହୁ ଦୂର ଦେଶକୁ ଯାଇଥିବା ପରି ଅଭିନୟ କର, ନିର୍ବାସିତ ବନ୍ଦୀମାନଙ୍କ ପରି ଏହାକୁ ଯେତେବେଳେ ସେମାନେ ଦେଖୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦିନ ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଆପଣା ସମ୍ବଳ ବାହାର କରି ଆଣିବ; ଆଉ, ଲୋକେ ଯେପରି ନିର୍ବାସାର୍ଥେ ପ୍ରସ୍ଥାନ କରନ୍ତି, ସେହିପରି ତୁମ୍ଭେ ସନ୍ଧ୍ୟା ବେଳେ ସେମାନଙ୍କ ସାକ୍ଷାତରେ ପ୍ରସ୍ଥାନ କରିବ।