Ezekiel 12:5 — Compare Translations
5 translations compared side by side
Odia - 1840
"ତା'ପ ରେ କାନ୍ଥ ରେ ଗୋଟିଏ ଗାତ ଖୋଳ ଓ ତାହା ମଧ୍ଯ ଦଇେ ବାହାର କରି ନିଅ, ସମାନେେ ତୁମ୍ଭମାନଙ୍କୁ ଦେଖୁଥିବା ସମୟରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ଦେଇ (ସମ୍ଵଳ) ବାହାର କରି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ କାନ୍ଥରେ ଗୋଟିଏ ଗାତ ଖୋଳ ଓ ତାହା ମଧ୍ୟଦେଇ ବାହାର କରି ନିଅ, ସେମାନେ ତୁମ୍ଭମାନଙ୍କୁ ଦେଖୁଥିବା ସମୟରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କ ସାକ୍ଷାତରେ କାନ୍ଥ ଖୋଳ ଓ ତାହା ମଧ୍ୟ ଦେଇ ତୁମ୍ଭର ଜିନିଷ ସହ ତୁମ୍ଭେ ବାହାରି ଯାଅ।