Ezekiel 12:6 — Compare Translations

5 translations compared side by side

Odia - 1840
"ସମାନଙ୍କେ ଉପସ୍ଥିତି ରେ ତୁମ୍ଭର ଥଳିଗୁଡ଼ିକ ସୂର୍ୟ୍ଯାସ୍ତ ସମୟରେ ଆପଣା କାନ୍ଧ ରେ ବହନ କରି ନଇୟିବେ। ତୁମ୍ଭେ ଯେପରି ଭୂମି ନ ଦେଖିପାରିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଏକ ଚିହ୍ନ ଓ ଏକ ଉଦାହରଣ ରୂପେ ଇଶ୍ରାୟେଲର ଲୋକମାନଙ୍କଠା ରେ ବ୍ଯବହାର କରିଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସାକ୍ଷାତରେ ତାହା ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ-ବଂଶ ପ୍ରତି ଏକ ଚିହ୍ନ ସ୍ଵରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଉପସ୍ଥିତିରେ ତୁମ୍ଭର ଥଳିଗୁଡ଼ିକ ସୂର୍ଯ୍ୟାସ୍ତ ସମୟରେ ଆପଣା କାନ୍ଧରେ ବହନ କରି ନେଇଯିବ। ତୁମ୍ଭେ ଯେପରି ଭୂମି ନ ଦେଖି ପାରିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଏକ ଚିହ୍ନ ଓ ଏକ ଉଦାହରଣ ରୂପେ ଇସ୍ରାଏଲର ଲୋକମାନଙ୍କଠାରେ ବ୍ୟବହାର କରିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସାକ୍ଷାତରେ ତୁମ୍ଭର ଜିନିଷ ଆପଣା କାନ୍ଧରେ ବହିବ ଓ ଅନ୍ଧକାର ବେଳେ ତାହା ନେଇଯିବ; ତୁମ୍ଭେ ଯେପରି ଭୂମି ନ ଦେଖିବ, ଏଥିପାଇଁ ଆପଣା ମୁଖ ଆଚ୍ଛାଦନ କରିବ; କାରଣ ଇସ୍ରାଏଲ ବଂଶ ପ୍ରତି ଏକ ଚିହ୍ନ ସ୍ୱରୂପ କରି ଆମ୍ଭେ ତୁମ୍ଭକୁ ରଖିଅଛୁ।”