Ezekiel 12:7 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ସହେି ଆଜ୍ଞା ପ୍ରମାଣେ କାର୍ୟ୍ଯ କଲି। ଦିନ ବେଳେ ମୁଁ ମାରଗେଣ୍ଠିଲି ପତ୍ର ସଜାଡ଼ିଲି, ସତେ ଯେପରି ନିର୍ବାସନକୁ ୟିବି। ଏବଂ ସନ୍ଧ୍ଯା ବେଳେ ମୁଁ କାନ୍ଥ ରେ ଗୋଟିଏ ଗାତ ଖାେଳିଲି। ଏହା ମୁଁ ଅନ୍ଧାର ରେ ନଲେି ଓ ସମାନଙ୍କେ ଉପସ୍ଥିତି ରେ କାନ୍ଧ ରେ ବହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ଵଳ ତୁଲ୍ୟ ଦିନ ବେଳେ ଆପଣା ସମ୍ଵଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବହି ନେଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି। ଦିନ ବେଳେ ମୁଁ ମୋର ଗଣ୍ଠିଲିପତ୍ର ସଜାଡ଼ିଲି, ସତେ ଯେପରି ନିର୍ବାସନକୁ ଯିବି। ଏବଂ ସନ୍ଧ୍ୟାବେଳେ ମୁଁ କାନ୍ଥରେ ଗୋଟିଏ ଗାତ ଖୋଳିଲି। ଏହା ମୁଁ ଅନ୍ଧାରରେ ନେଲି ଓ ସେମାନଙ୍କ ଉପସ୍ଥିତିରେ କାନ୍ଧରେ ବହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ସେହି ଆଜ୍ଞା ପ୍ରମାଣେ କାର୍ଯ୍ୟ କଲି; ମୁଁ ପ୍ରସ୍ଥାନକାଳୀନ ସମ୍ବଳ ତୁଲ୍ୟ ଦିନ ବେଳେ ଆପଣା ସମ୍ବଳ ବାହାର କରି ଆଣିଲି ଓ ସନ୍ଧ୍ୟା ବେଳେ ନିଜ ହସ୍ତରେ କାନ୍ଥ ଖୋଳିଲି; ମୁଁ ଅନ୍ଧକାର ବେଳେ ତାହା ବାହାର କରି ସେମାନଙ୍କ ସାକ୍ଷାତରେ ଆପଣା କାନ୍ଧରେ ବୋହି ନେଲି।
Odia IRV 2017 (ଓଡିଆ ବାଇବେଲ)