Ezekiel 12:8 — Compare Translations

5 translations compared side by side

Odia - 1840
"ପରଦିନ ପ୍ରଭାତକାଳ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
ପରଦିନ ପ୍ରଭାତକାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭାତ କାଳରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,