Ezekiel 13:10 — Compare Translations
5 translations compared side by side
Odia - 1840
" ସଠାେ ରେ ଶାନ୍ତି ଅଛି ବୋଲି କହି ଏହି ଭବିଷ୍ଯଦବକ୍ତାମାନେ ଆମ୍ଭର ଲୋକମାଙ୍କୁ ଭୁଲବାଟରେ ନଇେଛନ୍ତି, ଯେତବେେଳେ ସଠାେ ରେ ଶାନ୍ତି ନ ଥାଏ। ୟିଏକି ପ୍ରାଚୀର ନିର୍ମାଣକାରୀ, ୟିଏକି ପ୍ରାଚୀର ମରାମତି କରେ ନାହିଁ, କିନ୍ତୁ ଫାଟକୁ ପତଳା ଲପେ ଦଇେ ଆଚ୍ଛାଦନ କରିବା ପାଇଁ କବଳେ ଚେଷ୍ଟା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ସେଠାରେ ଶାନ୍ତି ଅଛି ବୋଲି କହି ଏହି ଭବିଷ୍ୟଦ୍ବକ୍ତାମାନେ ଆମ୍ଭର ଲୋକମାନଙ୍କୁ ଭୁଲବାଟରେ ନେଇଛନ୍ତି, ଯେତେବେଳେ ସେଠାରେ ଶାନ୍ତି ନ ଥାଏ। ଯିଏ କି ପ୍ରାଚୀର ନିର୍ମାଣକାରୀ, ଯିଏ କି ପ୍ରାଚୀର ମରାମତି କରେ ନାହିଁ, କିନ୍ତୁ ଫାଟକୁ ପତଳା ଲେପ ଦେଇ ଆଚ୍ଛାଦନ କରିବା ପାଇଁ କେବଳ ଚେଷ୍ଟା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”