Ezekiel 13:11 — Compare Translations

5 translations compared side by side

Odia - 1840
"ଏବଂ ସହେି ଲୋକମାନଙ୍କୁ କୁହ, ଯେଉଁମାନେ ପ୍ରାଚୀରକୁ ଲପନେ କରିଛନ୍ତି, ଏହା ଭୁଷୁଡ଼ି ପଡ଼ିବ। ମୁଁ ବଡ଼ବଡ଼ କୁଆପଥର ପ୍ରବଳ ବୃଷ୍ଟି, ସହିତ ଘୂର୍ଣ୍ଣିବାଯୁ ସହେି ପ୍ରାଚୀରକୁ ଧ୍ବଂସ କରିଦବୋ ପାଇଁ ପଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ, ବିଶେଷ ରୂପେ ଏଥିପାଇଁ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ତ ବାୟୁ ତାହା ବିଦାରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେହି ଲୋକମାନଙ୍କୁ କୁହ, ଯେଉଁମାନେ ପ୍ରାଚୀରକୁ ଲେପନ କରିଛନ୍ତି, ଏହା ଭୁଷୁଡ଼ି ପଡ଼ିବ। ମୁଁ ବଡ଼ବଡ଼ କୁଆପଥର ପ୍ରବଳ ବୃଷ୍ଟି, ସହିତ ଘୂର୍ଣ୍ଣିବାୟୁ ସେହି ପ୍ରାଚୀରକୁ ଧ୍ୱଂସ କରିଦେବା ପାଇଁ ପଠାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, “ତାହା ପଡ଼ିଯିବ; ପ୍ଳାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।”