Ezekiel 13:12 — Compare Translations

5 translations compared side by side

Odia - 1840
"ଏବଂ କାନ୍ଥ ଯେତବେେଳେ ତଳକୁ ପଡ଼ିୟିବ, ସେତବେେଳେ ଲୋକମାନେ ଏହି ଭଣ୍ଡ ଯାଜକମାନଙ୍କୁ ପଚାରିବେ ନାହିଁ କି, 'ତୁମ୍ଭମାନେେ ଯାହା ଦଇେ ଲପନେ କରିଥିଲ, ସହେି ପ୍ରଲପେ କାହିଁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେ-ବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ କାନ୍ଥ ଯେତେବେଳେ ତଳକୁ ପଡ଼ିଯିବ, ସେତେବେଳେ ଲୋକମାନେ ଏହି ଭଣ୍ଡ ଯାଜକମାନଙ୍କୁ ପଗ୍ଭରିବେ ନାହିଁ କି, ‘ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?
Odia IRV 2017 (ଓଡିଆ ବାଇବେଲ)
ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?