Ezekiel 13:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯେଉଁ ଅମିଶ୍ରିତ ମସଲା ରେ କାନ୍ଥକୁ ଲପନେ କରିଅଛ ମୁଁ ତାହା ବିଦୀର୍ଣ୍ଣ କରିପକାଇବି। ମୁଁ ଏହା ଭୂମିସ୍ତର ସହିତ ସମତଳ କରି ଦବେି, ମୁଁ ଏହା ମୂଳଦୁଆକୁ ବାହାର କରିବି। ତାହା ତୁମ୍ଭମାନଙ୍କ ଉପ ରେ ପଡ଼ିବ, ତହିଁରେ ତୁମ୍ଭମାନେେ ବିନଷ୍ଟ ହବେ। ଏଣୁ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ୍ତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ଅମିଶ୍ରିତ ମସଲାରେ କାନ୍ଥକୁ ଲେପନ କରିଅଛ ମୁଁ ତାହା ବିଦୀର୍ଣ୍ଣ କରିପକାଇବି। ମୁଁ ଏହାକୁ ଭୂମିସ୍ତର ସହିତ ସମତଳ କରି ଦେବି, ମୁଁ ଏହାର ମୂଳଦୁଆକୁ ବାହାର କରିବି। ତାହା ତୁମ୍ଭମାନଙ୍କ ଉପରେ ପଡ଼ିବ, ତହିଁରେ ତୁମ୍ଭେମାନେ ବିନଷ୍ଟ ହେବ। ଏଣୁ ତୁମ୍ଭେମାନେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍‍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)