Ezekiel 13:15 — Compare Translations

5 translations compared side by side

Odia - 1840
"ଏହିରୂପେ ମୁଁ ସହେି କାନ୍ଥ ଉପ ରେ ଓ ଯେଉଁମାନେ ମିଶ୍ରିତ ମସଲା ରେ ତାହା ପତଳା ଲପନେ କରିଅଛନ୍ତି, ସମାନଙ୍କେ ଉପ ରେ ଆପଣା କୋପ ପ୍ରକାଶ କରିବା ସମାପ୍ତ କରିବି। ତା'ପ ରେ ମୁଁ ତୁମ୍ଭମାନଙ୍କୁ କହିବି, ' ସହେି କାନ୍ଥ ଓ ତାହାର ଲପନକୋରୀମାନେ ନାହାଁନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ମୁଁ ସେହି କାନ୍ଥ ଉପରେ ଓ ଯେଉଁମାନେ ମିଶ୍ରିତ ମସଲାରେ ତାହା ପତଳା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ପ୍ରକାଶ କରିବା ସମାପ୍ତ କରିବି। ତା’ପରେ ମୁଁ ତୁମ୍ଭମାନଙ୍କୁ କହିବି, ‘ସେହି କାନ୍ଥ ଓ ତାହାର ଲେପନକାରୀମାନେ ନାହାନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, “ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,