Ezekiel 13:16 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଭବିଷ୍ଯଦବକ୍ତା ଯେଉଁମାନେ ୟିରୁଶାଲମ ବିଷଯ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଭବିଷ୍ୟଦ୍ବକ୍ତା ଯେଉଁମାନେ ଯିରୁଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି।” ଏହା ମୋର ପ୍ରଭୁ ସଦାପ୍ରଭୁ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”