Ezekiel 13:17 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ଯେଉଁ କନ୍ଯାଗଣ ଆପଣା ଆପଣା ହୃଦଯରୁ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନଙ୍କେ ବିରୁଦ୍ଧ ରେ ତୁମ୍ଭ ମୁଖ ରଖ ଓ ସମାନଙ୍କେ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରି କୁହ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି, ସେମାନଙ୍କ ବିରୁଦ୍ଧରେ ତୁମ୍ଭ ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
Odia IRV 2017 (ଓଡିଆ ବାଇବେଲ)
ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରି କୁହ,