Ezekiel 13:19 — Compare Translations
5 translations compared side by side
Odia - 1840
"ମୁଠାଏ ବାଲି ପାଇଁ ଓ କେତେଖଣ୍ଡ ରୋଟୀ ପାଇଁ ତୁମ୍ଭମାନେେ ମାେ ଲୋକମାନଙ୍କ ମଧିଅରେ ମାେତେ ଅପମାନିତ କଲ। ତୁମ୍ଭର ମିଥ୍ଯା ପାଇଁ ମାରେ ଲୋକମାନେ ଯେଉଁମାନେ ମିଥ୍ଯା ଶୁଣିଲେ, ତୁମ୍ଭମାନେେ ଲୋକମାନଙ୍କୁ ହତ୍ଯା କରିଛ, ଯେଉଁମାନଙ୍କର ମରିବା ଉଚିତ୍ ନ ଥିଲା ଏବଂ ତୁମ୍ଭେ ସହେି ଲୋକମାନଙ୍କୁ ଛାଡ଼ି ଦଇେଛ, ଯେଉଁମାନଙ୍କର ମରିବା ଉଚିତ୍ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ତିଏ ଖଣ୍ତିଏ ରୁଟୀ ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଠାଏ ବାଲି ପାଇଁ ଓ କେତେଖଣ୍ଡ ରୋଟୀ ପାଇଁ ତୁମ୍ଭେମାନେ ମୋ’ ଲୋକମାନଙ୍କ ମଧ୍ୟରେ ମୋତେ ଅପମାନିତ କଲ। ତୁମ୍ଭର ମିଥ୍ୟା ପାଇଁ ମୋର ଲୋକମାନେ ଯେଉଁମାନେ ମିଥ୍ୟା ଶୁଣିଲେ, ତୁମ୍ଭେମାନେ ଲୋକମାନଙ୍କୁ ହତ୍ୟା କରିଛ, ଯେଉଁମାନଙ୍କର ମରିବା ଉଚିତ୍ ନ ଥିଲା ଏବଂ ତୁମ୍ଭେ ସେହି ଲୋକମାନଙ୍କୁ ଛାଡ଼ି ଦେଇଛ, ଯେଉଁମାନଙ୍କର ମରିବା ଉଚିତ୍ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
Odia IRV 2017 (ଓଡିଆ ବାଇବେଲ)