Ezekiel 13:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲର ଯେଉଁମାନେ ସମାନଙ୍କେ ଇଚ୍ଛା ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଚାର କରନ୍ତି। ସମାନଙ୍କେୁ କୁହ, 'ସଦାପ୍ରଭୁଙ୍କର ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍-ବକ୍ତାମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଇସ୍ରାଏଲର ଯେଉଁମାନେ ସେମାନଙ୍କ ଇଚ୍ଛା ବିରୁଦ୍ଧରେ ଭବିଷ୍ୟତବାକ୍ୟ ପ୍ରଗ୍ଭର କରନ୍ତି। ସେମାନଙ୍କୁ କୁହ, ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;