Ezekiel 13:20 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି, ଦେଖ ତୁମ୍ଭମାନେେ ଯେଉଁ କଙ୍କଣ ଦ୍ବାରା ଲୋକମାନଙ୍କୁ ପକ୍ଷୀଗଣ ପରି ଫାଶ ରେ ପକାଉଛ, ମୁଁ ତା'ର ବିରୋଧି ଅଟେ। ଏବଂ ମୁଁ ତୁମ୍ଭମାନଙ୍କ ହସ୍ତରୁ ସହେି କଙ୍କଣକୁ ଚିରି ପକାଇବି। ଏବଂ ଯେଉଁ ଲୋକମାନଙ୍କୁ ତୁମ୍ଭମାନେେ ଫାଶ ରେ ପକାଉଛ ମୁଁ ସମାନଙ୍କେୁ ମୁକ୍ତ କରିବି ଓ ସମାନେେ ମୁକ୍ତ ପକ୍ଷୀପରି ଉଡ଼ିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ଵାରା ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହିସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ, ମୋର ପ୍ରଭୁ କହିଛନ୍ତି, ଦେଖ ତୁମ୍ଭେମାନେ ଯେଉଁ କଙ୍କଣ ଦ୍ୱାରା ଲୋକମାନଙ୍କୁ ପକ୍ଷୀଗଣ ପରି ଫାଶରେ ପକାଉଛ, ମୁଁ ତା’ର ବିରୋଧୀ ଅଟେ। ଏବଂ ମୁଁ ତୁମ୍ଭମାନଙ୍କ ହସ୍ତରୁ ସେହି କଙ୍କଣକୁ ଚିରି ପକାଇବି। ଏବଂ ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଫାଶରେ ପକାଉଛ ମୁଁ ସେମାନଙ୍କୁ ମୁକ୍ତ କରିବି ଓ ସେମାନେ ମୁକ୍ତ ପକ୍ଷୀ ପରି ଉଡ଼ିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍‍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହିସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍‍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରି ଦେବା।

Recommended Reading