Ezekiel 13:21 — Compare Translations

5 translations compared side by side

Odia - 1840
"ଏବଂ ମଧ୍ଯ ମୁଁ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବି ଓ ମାେ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ଏବଂ ସମାନେେ ତୁମ୍ଭମାନଙ୍କ ଫାଶ ରେ ପଡ଼ି ଆଉ ତୁମ୍ଭମାନଙ୍କର ହସ୍ତଗତ ହବେେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମଧ୍ୟ ମୁଁ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବି ଓ ମୋ’ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ଏବଂ ସେମାନେ ତୁମ୍ଭମାନଙ୍କ ଫାଶରେ ପଡ଼ି ଆଉ ତୁମ୍ଭମାନଙ୍କର ହସ୍ତଗତ ହେବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)