Ezekiel 13:22 — Compare Translations

5 translations compared side by side

Odia - 1840
"କାରଣ ଯେତବେେଳେ ମୁଁ ଧାର୍ମିକମାନଙ୍କୁ ଦଯନୀଯ କରିନାହିଁ, କିନ୍ତୁ ତୁମ୍ଭର ଭବିଷ୍ଯଦବକ୍ତାଗଣ ମିଥ୍ଯା ଦ୍ବାରା ସମାନଙ୍କେୁ ଦୁଃଖିତ କରିଛନ୍ତି। ଏବଂ ଦୁଷ୍ଟ ଲୋକମାନେ ଯେପରି ସମାନଙ୍କେର କୁପଥରୁ ନ ଫରନ୍େତି ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ ଉତ୍ସାହିତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ଵାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
Odia Bible ERV 2004 (ପବିତ୍ର ବାଇବଲ)
“‘କାରଣ ଯେତେବେଳେ ମୁଁ ଧାର୍ମିକମାନଙ୍କୁ ଦୟନୀୟ କରି ନାହିଁ, କିନ୍ତୁ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣ ମିଥ୍ୟା ଦ୍ୱାରା ସେମାନଙ୍କୁ ଦୁଃଖିତ କରିଛନ୍ତି। ଏବଂ ଦୁଷ୍ଟ ଲୋକମାନେ ଯେପରି ସେମାନଙ୍କର କୁପଥରୁ ନ ଫେରନ୍ତି ସେଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଉତ୍ସାହିତ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;