Ezekiel 13:23 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ଆଉ ମିଥ୍ଯା ଦର୍ଶନ ପାଇବ ନାହିଁ। କିମ୍ବା ମନ୍ତ୍ର ପଢ଼ିବ ନାହିଁ। ଏବଂ ମୁଁ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ତେଣୁ ତୁମ୍ଭମାନେେ ତାହା ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ଆଉ ମିଥ୍ୟା ଦର୍ଶନ ପାଇବ ନାହିଁ। କିମ୍ବା ମନ୍ତ୍ର ପଢ଼ିବ ନାହିଁ। ଏବଂ ମୁଁ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବି। ତେଣୁ ତୁମ୍ଭେମାନେ ତାହା ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Odia IRV 2017 (ଓଡିଆ ବାଇବେଲ)
ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”