Ezekiel 13:3 — Compare Translations
5 translations compared side by side
Odia - 1840
"ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଯେଉଁ ନିର୍ବୋଧ ଭବିଷ୍ଯଦବକ୍ତାମାନେ ପ୍ରକୃତ ଦର୍ଶନ ପ୍ରାପ୍ତ ନ ହାଇେ ନିଜ ନିଜ ଇଚ୍ଛାର ଅନୁସରଣ କରନ୍ତି, କିନ୍ତୁ ପ୍ରକୃତ ଦର୍ଶନ ଦେଖନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଯେଉଁ ନିର୍ବୋଧ ଭବିଷ୍ୟଦ୍ବକ୍ତାମାନେ ପ୍ରକୃତ ଦର୍ଶନ ପ୍ରାପ୍ତ ନ ହୋଇ ନିଜ ନିଜ ଇଚ୍ଛାର ଅନୁସରଣ କରନ୍ତି, କିନ୍ତୁ ପ୍ରକୃତ ଦର୍ଶନ ଦେଖନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”