Ezekiel 13:4 — Compare Translations
5 translations compared side by side
Odia - 1840
" ହେ ଇଶ୍ରାୟେଲ, ତୁମ୍ଭର ଭବିଷ୍ଯଦବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ଯ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ଉଜଡ଼ା ସ୍ଥାନର କୋକି ତୁଲ୍ୟ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“‘ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍ବକ୍ତାଗଣ ଉଜଡ଼ା ସ୍ଥାନର କୋକିଶିଆଳୀ ତୁଲ୍ୟ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି।