Ezekiel 13:5 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଗଲ ନାହିଁ ଓ ଇଶ୍ରାୟେଲର ଚତୁଃପାଶର୍ବର ଭଗ୍ନ ପ୍ରାଚୀର ତିଆରି କଲ ନାହିଁ, ଯାହା ଫଳ ରେ ସଦାପ୍ରୁଙ୍କର ସଂଗ୍ରାମ ରେ ଏହା ନିଜକୁ ନିଜେ ସୁରକ୍ଷା ଦଇେଥାନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରାଚୀରର ଭଗ୍ନ-ସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ-ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଗଲ ନାହିଁ ଓ ଇସ୍ରାଏଲର ଚତୁର୍ପାର୍ଶ୍ୱର ଭଗ୍ନ ପ୍ରାଚୀର ତିଆରି କଲ ନାହିଁ, ଯାହା ଫଳରେ ସଦାପ୍ରଭୁଙ୍କର ସଂଗ୍ରାମରେ ଏହା ନିଜକୁ ନିଜେ ସୁରକ୍ଷା ଦେଇଥା’ନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।