Ezekiel 13:6 — Compare Translations

5 translations compared side by side

Odia - 1840
"ଏହି ଭଣ୍ଡ ଭବିଷ୍ଯଦବକ୍ତାଗଣ ମିଥ୍ଯା ଦର୍ଶନ ପାଆନ୍ତି ଓ ସମାନଙ୍କେର ଅଲୌକିକ ଶକ୍ତି ମିଥ୍ଯା ଅଟେ। ସମାନେେ କହନ୍ତି, ଏହିପରି ସଦାପ୍ରଭୁ କହନ୍ତି, କିନ୍ତୁ ସଦାପ୍ରଭୁ ସମାନଙ୍କେୁ ପଠାଇ ନ ଥିଲେ ଏବଂ ସମାନଙ୍କେ ବାକ୍ଯ ସତ୍ଯ ହବେ ବୋଲି ଲୋକମାନେ ଆଶା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି; ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏହି ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାଗଣ ମିଥ୍ୟା ଦର୍ଶନ ପାଆନ୍ତି ଓ ସେମାନଙ୍କର ଅଲୌକିକ ଶକ୍ତି ମିଥ୍ୟା ଅଟେ। ସେମାନେ କହନ୍ତି, ଏହିପରି ସଦାପ୍ରଭୁ କହନ୍ତି, କିନ୍ତୁ ସଦାପ୍ରଭୁ ସେମାନଙ୍କୁ ପଠାଇ ନ ଥିଲେ ଏବଂ ସେମାନଙ୍କ ବାକ୍ୟ ସତ୍ୟ ହେବ ବୋଲି ଲୋକମାନେ ଆଶା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।