Ezekiel 13:7 — Compare Translations
5 translations compared side by side
Odia - 1840
"'ଏହା କ'ଣ ସତ୍ଯ ନୁହେଁ, ତାହା ତୁମ୍ଭେ ମିଥ୍ଯା ଦର୍ଶନ ଓ ତୁମ୍ଭର ଅଲୌକିକ ଶକ୍ତି, ଯାହା ପ୍ରଚାର କର, ତାହା ମିଥ୍ଯା ଅଟେ? ଏବଂ ଏପରି ତୁମ୍ଭେ କହିଛ, ସଦାପ୍ରଭୁ ଏହା କହନ୍ତି, ଯେପରି ଆମ୍ଭେ ତୁମ୍ଭକୁ ପଠାଇ ନ ଥିଲୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କଥା ନ କହିଲେ ହେଁ ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ? ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
“‘ଏହା କ’ଣ ସତ୍ୟ ନୁହେଁ, ତାହା ତୁମ୍ଭେ ମିଥ୍ୟା ଦର୍ଶନ ଓ ତୁମ୍ଭର ଅଲୌକିକ ଶକ୍ତି, ଯାହା ପ୍ରଗ୍ଭର କର, ତାହା ମିଥ୍ୟା ଅଟେ? ଏବଂ ଏପରି ତୁମ୍ଭେ କହିଛ, ସଦାପ୍ରଭୁ ଏହା କହନ୍ତି, ଯେପରି ଆମ୍ଭେ ତୁମ୍ଭକୁ ପଠାଇ ନ ଥିଲୁ?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କଥା ନ କହିଲେ ହେଁ, “ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ,” ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?