Ezekiel 13:8 — Compare Translations
5 translations compared side by side
Odia - 1840
"ଏଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ଯେ ହତେୁ ତୁମ୍ଭମାନେେ ମିଥ୍ଯା କଥା କହିଅଛ ଓ ମିଥ୍ଯା ଦର୍ଶନ ପାଇଅଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ବିରୁଦ୍ଧ ରେ ୟିବା। ସଦାପ୍ରଭୁ ମାରେ ପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ଯେହେତୁ ତୁମ୍ଭେମାନେ ମିଥ୍ୟା କଥା କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ବିରୁଦ୍ଧରେ ଯିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।