Ezekiel 13:9 — Compare Translations

5 translations compared side by side

Odia - 1840
" ଯେଉଁ ଭବିଷ୍ଯଦବକ୍ତାମାନେ ମିଥ୍ଯା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ଯା ଅଲୌକିକ ଶକ୍ତି ଘାଷେଣା କରନ୍ତି, ମାରେ ହସ୍ତ ସମାନଙ୍କେ ବିରୁଦ୍ଧ ରେ ୟିବ, ସମାନେେ ମାେ ଲୋକମାନଙ୍କ ମନ୍ତ୍ରୀ ସଭା ରେ ରହିବେ ନାହିଁ। ଇଶ୍ରାୟେଲର ପରିବାର ତାଲିକା ରେ ସମାନଙ୍କେର ନାମଗୁଡ଼ିକ ତାଲିକାଭୁକ୍ତ ହବେ ନାହିଁ। ଏବଂ ଇଶ୍ରାୟେଲ ଦେଶ ରେ ସମାନେେ ପ୍ରବେଶ କରିବେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ-ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ-ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ ତହିଁରେ ଆମ୍ଭେ ଯେ ପ୍ରଭୁ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ମିଥ୍ୟା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ୟା ଅଲୌକିକ ଶକ୍ତି ଘୋଷଣା କରନ୍ତି, ମୋର ହସ୍ତ ସେମାନଙ୍କ ବିରୁଦ୍ଧରେ ଯିବ, ସେମାନେ ମୋ’ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ। ଇସ୍ରାଏଲର ପରିବାର ତାଲିକାରେ ସେମାନଙ୍କର ନାମଗୁଡ଼ିକ ତାଲିକାଭୁକ୍ତ ହେବ ନାହିଁ। ଏବଂ ଇସ୍ରାଏଲ ଦେଶରେ ସେମାନେ ପ୍ରବେଶ କରିବେ ନାହିଁ। ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
“ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।