Ezekiel 14:1 — Compare Translations

5 translations compared side by side

Odia - 1840
"ଅନନ୍ତର ଇଶ୍ରାୟେଲର ପ୍ରାଚୀନଗଣ ମଧ୍ଯରୁ କେତଜେଣ ମାେ ନିକଟକୁ ଆସି ମାେ ସମ୍ମୁଖ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
Warnings Against Idol Worship ଅନନ୍ତର ଇସ୍ରାଏଲର ପ୍ରାଚୀନଗଣ ମଧ୍ୟରୁ କେତେଜଣ ମୋ’ ନିକଟକୁ ଆସି ମୋ’ ସମ୍ମୁଖରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋ’ ନିକଟକୁ ଆସି ମୋ’ ସମ୍ମୁଖରେ ବସିଲେ।