Ezekiel 14:10 — Compare Translations
5 translations compared side by side
Odia - 1840
"ତେଣୁ ଉଭୟ ନିଜ ନିଜର ପାପର ଭାର ବହନ କରିବେ। ଭବିଷ୍ଯଦବକ୍ତାର ଅଧର୍ମ ଓ ତାହାର ଅନ୍ବଷେଣକାରୀର ଅଧର୍ମ ସମାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ଵେଷଣକାରୀର ଅଧର୍ମ ଏକ ସମାନ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଉଭୟ ନିଜ ନିଜର ପାପର ଭାର ବହନ କରିବେ। ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ସମାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;