Ezekiel 14:11 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ବଂଶଧର ଆଉ ମାଠାରୁେ ବିପଥଗାମୀ ହବେେ ନାହିଁ ଏବଂ ସମାନଙ୍କେର ପାପଦ୍ବାରା ସମାନେେ ନିଜକୁ ଆଉ ଅଶୁଚି କରିବେ ନାହିଁ। ଏବଂ ସମାନେେ ମାରେ ଲୋକ ହବେେ ଓ ମୁଁ ସମାନଙ୍କେର ପରମେଶ୍ବର ହବେି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ଵାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ବଂଶଧର ଆଉ ମୋ’ଠାରୁ ବିପଥଗାମୀ ହେବେ ନାହିଁ ଏବଂ ସେମାନଙ୍କର ପାପଦ୍ୱାରା ସେମାନେ ନିଜକୁ ଆଉ ଅଶୁଚି କରିବେ ନାହିଁ। ଏବଂ ସେମାନେ ମୋର ଲୋକ ହେବେ ଓ ମୁଁ ସେମାନଙ୍କର ପରମେଶ୍ୱର ହେବି।’” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”