Ezekiel 14:13 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ଯଦି କୌଣସି ଦେଶ ମାଠାେ ରେ ଅବିଶ୍ବସ୍ତ ହାଇେ ମାେ ନିକଟରେ ପାପ କରେ, ତବେେ ଏହା ବିରୁଦ୍ଧ ରେ ମୁଁ ମାରେ ହସ୍ତ ବିସ୍ତାର କରିବି ଏବଂ ଏହାର ଖାଦ୍ୟ ଯୋଗଣ ବନ୍ଦ କରି ଦବେି, ଏହା ବିରୁଦ୍ଧ ରେ ଦୁର୍ଭିକ୍ଷ ପଠାଇବି, ଏବଂ ଉଭୟ ମନୁଷ୍ଯ ଓ ପଶୁକୁ ଏହିଠାରୁ ଦୂର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଯଦି କୌଣସି ଦେଶ ମୋ’ଠାରେ ଅବିଶ୍ୱସ୍ତ ହୋଇ ମୋ’ ନିକଟରେ ପାପ କରେ, ତେବେ ଏହା ବିରୁଦ୍ଧରେ ମୁଁ ମୋର ହସ୍ତ ବିସ୍ତାର କରିବି ଏବଂ ଏହାର ଖାଦ୍ୟ ଯୋଗାଣ ବନ୍ଦ କରି ଦେବି, ଏହା ବିରୁଦ୍ଧରେ ଦୁର୍ଭିକ୍ଷ ପଠାଇବି, ଏବଂ ଉଭୟ ମନୁଷ୍ୟ ଓ ପଶୁକୁ ଏହିଠାରୁ ଦୂର କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
Odia IRV 2017 (ଓଡିଆ ବାଇବେଲ)