Ezekiel 14:15 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ଯଦି ମୁଁ ହିଂସ୍ରଜନ୍ତୁ ସବୁ ସେ ଦେଶ ମଧ୍ଯକୁ ପଠାଏ ଓ ସମାନେେ ଏହାର ନିବାସୀମାନଙ୍କୁ ହତ୍ଯା କରନ୍ତି ଓ ଏହା ଜନଶୂନ୍ଯ ସ୍ଥାନ ହୁଏ, ତବେେ ହିଂସ୍ରଜନ୍ତୁଙ୍କ ଭୟ ରେ କୌଣସି ମନୁଷ୍ଯ ସହେି ଦେଶ ରେ ୟାତାଯତ କରନ୍ତି ନାହିଁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେବେ ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ଵଂସସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଯଦି ମୁଁ ହିଂସ୍ରଜନ୍ତୁ ସବୁ ସେ ଦେଶ ମଧ୍ୟକୁ ପଠାଏ ଓ ସେମାନେ ଏହାର ନିବାସୀମାନଙ୍କୁ ହତ୍ୟା କରନ୍ତି ଓ ଏହା ଜନଶୂନ୍ୟ ସ୍ଥାନ ହୁଏ, ତେବେ ହିଂସ୍ରଜନ୍ତୁଙ୍କ ଭୟରେ କୌଣସି ମନୁଷ୍ୟ ସେହି ଦେଶରେ ଯାତାୟାତ କରନ୍ତି ନାହିଁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;