Ezekiel 14:16 — Compare Translations
5 translations compared side by side
Odia - 1840
"ଆଉ ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନିଜଣ ଲୋକ ସଠାେ ରେ ଥାନ୍ତେ ସମାନେେ କବଳେ ରକ୍ଷା ପାଇଥାନ୍ତେ। ସମାନେେ ଏପରିକି ଅନ୍ୟମାନଙ୍କ ନିଜ ସନ୍ତାନମାନଙ୍କୁ ଉଦ୍ଧାର କରିପାରି ନ ଥାନ୍ତେ। ଏବଂ ଦେଶ ଏକ ମରୁଭୂମି ହାଇୟୋଇଥାନ୍ତା। ଏହା ସଦାପ୍ରଭୁ ମାରେପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ଵଂସସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନି ଜଣ ଲୋକ ସେଠାରେ ଥା’ନ୍ତେ ସେମାନେ କେବଳ ରକ୍ଷା ପାଇଥା’ନ୍ତେ। ସେମାନେ ଏପରିକି ଅନ୍ୟମାନଙ୍କ ନିଜ ସନ୍ତାନମାନଙ୍କୁ ଉଦ୍ଧାର କରିପାରି ନ ଥା’ନ୍ତେ। ଏବଂ ଦେଶ ଏକ ମରୁଭୂମି ହୋଇଯାଇଥା’ନ୍ତା।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।