Ezekiel 14:17 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ଯଦି ମୁଁ ସହେି ଦେଶ ବିରୁଦ୍ଧ ରେ ଖଡ୍ଗ ଉଠାଏ ଓ ଏହାକୁ ଆଜ୍ଞା କରେ, ଦେଶ ମଧିଅରେ ୟିବା ପାଇଁ ଓ ମନୁଷ୍ଯ ଏବଂ ପଶୁକୁ ହତ୍ଯା କରିବା ପାଇଁ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଆମ୍ଭେ ଯେବେ ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଯଦି ମୁଁ ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଉଠାଏ ଓ ଏହାକୁ ଆଜ୍ଞା କରେ, ଦେଶ ମଧ୍ୟରେ ଯିବା ପାଇଁ ଓ ମନୁଷ୍ୟ ଏବଂ ପଶୁକୁ ହତ୍ୟା କରିବା ପାଇଁ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,
Odia IRV 2017 (ଓଡିଆ ବାଇବେଲ)
ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”