Ezekiel 14:18 — Compare Translations
5 translations compared side by side
Odia - 1840
"ଏପରିକି ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନିଜଣ ଥାନ୍ତେ, ତାହା ହେଲେ ସମାନେେ ଆପଣା ଧାର୍ମିକତା ଯୋଗୁଁ କବଳେ ନିଜକୁ ରକ୍ଷା କରି ପାରିଥାନ୍ତେ। କିନ୍ତୁ ସଦାପ୍ରଭୁ କହନ୍ତି, ମୁଁ ପ୍ରତିଜ୍ଞା କରୁଛି, ଏପରିକି ସମାନେେ ନିଜର ସନ୍ତାନମାନଙ୍କୁ ମଧ୍ଯ ରକ୍ଷା କରିପାରି ନ ଥାନ୍ତେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଯଦି ନୋହ, ଦାନିୟେଲ ଓ ଆୟୁବ ଏହି ତିନି ଜଣ ଥା’ନ୍ତେ, ତାହାହେଲେ ସେମାନେ ଆପଣା ଧାର୍ମିକତା ଯୋଗୁଁ କେବଳ ନିଜକୁ ରକ୍ଷା କରି ପାରିଥା’ନ୍ତେ। କିନ୍ତୁ ସଦାପ୍ରଭୁ କହନ୍ତି, ମୁଁ ପ୍ରତିଜ୍ଞା କରୁଛି, ଏପରିକି ସେମାନେ ନିଜର ସନ୍ତାନମାନଙ୍କୁ ମଧ୍ୟ ରକ୍ଷା କରିପାରି ନ ଥା’ନ୍ତେ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।”