Ezekiel 14:19 — Compare Translations
5 translations compared side by side
Odia - 1840
"ପୁଣି ପରମେଶ୍ବର କହିଲେ, ଆମ୍ଭେ ଯବେେ ସହେି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା' ଉପ ରେ ଢ଼ାଳି ଦେଉ, ତବେେ ମନୁଷ୍ଯ ଓ ପଶୁକୁ ତା' ମଧ୍ଯରୁ ଉଚ୍ଛନ୍ନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱର କହିଲେ, “ଆମ୍ଭେ ଯେବେ ସେହି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା’ ଉପରେ ଢାଳି ଦେଉ, ତେବେ ମନୁଷ୍ୟ ଓ ପଶୁକୁ ତା’ ମଧ୍ୟରୁ ଉଚ୍ଛିନ୍ନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
Odia IRV 2017 (ଓଡିଆ ବାଇବେଲ)
ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;