Ezekiel 14:20 — Compare Translations
5 translations compared side by side
Odia - 1840
"ଯଦି ନୋହ, ଦାନିୟେଲ, ଓ ଆୟୁବ ଥାନ୍ତେ ତବେେ ସମାନେେ କବଳେ ସମାନଙ୍କେର ଧାର୍ମିକତା ଦ୍ବାରା ରକ୍ଷା ପାଇଥାନ୍ତେ, ଏପରିକି ସମାନେେ ନିଜ ସନ୍ତାନମାନଙ୍କୁ ରକ୍ଷା କରିପାରି ନ ଥାନ୍ତେ। ଏହା ସଦାପ୍ରଭୁ, ମାରେ ପ୍ରଭୁ ଶପଥ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ଵାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ନୋହ, ଦାନିୟେଲ, ଓ ଆୟୁବ ଥା’ନ୍ତେ ତେବେ ସେମାନେ କେବଳ ସେମାନଙ୍କର ଧାର୍ମିକତା ଦ୍ୱାରା ରକ୍ଷା ପାଇଥା’ନ୍ତେ, ଏପରିକି ସେମାନେ ନିଜ ସନ୍ତାନମାନଙ୍କୁ ରକ୍ଷା କରିପାରି ନ ଥା’ନ୍ତେ।” ଏହା ସଦାପ୍ରଭୁ, ମୋର ପ୍ରଭୁ ଶପଥ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।”