Ezekiel 14:21 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ତେଣୁ ଚିନ୍ତାକର ୟିରୁଶାଲମ ପ୍ରତି କି ମହା ଅନିଷ୍ଟ ଘଟିବ? ଯେତବେେଳେ ମୁଁ ଚାରି ମହାଦଣ୍ଡ ଯଥା: ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରଜନ୍ତୁ ଓ ମହାମାରୀ ପଠାଇବି, ସେତବେେଳେ ମନୁଷ୍ଯ ଓ ପଶୁ ସମସ୍ତେ ଉଚ୍ଛନ୍ନ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ତ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ତେଣୁ ଚିନ୍ତାକର ଯିରୁଶାଲମ ପ୍ରତି କି ମହା ଅନିଷ୍ଟ ଘଟିବ? ଯେତେବେଳେ ମୁଁ ଗ୍ଭରି ମହାଦଣ୍ଡ ଯଥା: ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରଜନ୍ତୁ ଓ ମହାମାରୀ ପଠାଇବି, ସେତେବେଳେ ମନୁଷ୍ୟ ଓ ପଶୁ ସମସ୍ତେ ଉଚ୍ଛିନ୍ନ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?