Ezekiel 14:22 — Compare Translations
5 translations compared side by side
Odia - 1840
"ତଥାପି ଯେଉଁ କେତଜେଣ ଅବଶିଷ୍ଟାଂଶ ରହିବେ, ସମାନେେ ସମାନଙ୍କେର ପୁତ୍ର କନ୍ଯାଙ୍କୁ ଆଣି ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ସମାନଙ୍କେର ଆଚାର ବ୍ଯବହାର ଓ କ୍ରିଯାସକଳ ଦେଖିବ। ପୁଣି ଆମ୍ଭେ ୟିରୁଶାଲମ ଉପ ରେ ଯେଉଁ ଅମଙ୍ଗଳ ଘଟାଇଅଛୁ ଓ ତାହା ପ୍ରତି ଯେ ସକଳ ଅନିଷ୍ଟ କରିଅଛୁ, ସେଥିପାଇଁ ତୁମ୍ଭମାନେେ ସାନ୍ତ୍ବନା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ଵନା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଯେଉଁ କେତେଜଣ ଅବଶିଷ୍ଟାଂଶ ରହିବେ, ସେମାନେ ସେମାନଙ୍କର ପୁତ୍ରକନ୍ୟାଙ୍କୁ ଆଣି ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ସେମାନଙ୍କର ଆଗ୍ଭର ବ୍ୟବହାର ଓ କ୍ରିୟାସକଳ ଦେଖିବ। ପୁଣି ଆମ୍ଭେ ଯିରୁଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ ଓ ତାହା ପ୍ରତି ଯେ ସକଳ ଅନିଷ୍ଟ କରିଅଛୁ, ସେଥିପାଇଁ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
Odia IRV 2017 (ଓଡିଆ ବାଇବେଲ)