Ezekiel 14:23 — Compare Translations

5 translations compared side by side

Odia - 1840
"ସମାନଙ୍କେର ଆଚାର, ବ୍ଯବହାର ଓ କ୍ରିଯାକଳାପ ତୁମ୍ଭମାନେେ ଦେଖିବ ଓ ହୃଦବୋଧ କରିବ ଯେ ମୁଁ ସମାନଙ୍କେ ବିରୁଦ୍ଧ ରେ ଓ ୟିରୁଶାଲମ ବିରୁଦ୍ଧ ରେ ଯାହାସବୁ କରିଅଛି, ଯଥାର୍ଥ ଥିଲା। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଆଗ୍ଭର, ବ୍ୟବହାର ଓ କ୍ରିୟାକଳାପ ତୁମ୍ଭେମାନେ ଦେଖିବ ଓ ହୃ‌ଦ୍‌ବୋଧ କରିବ ଯେ ମୁଁ ସେମାନଙ୍କ ବିରୁଦ୍ଧରେ ଓ ଯିରୁଶାଲମ ବିରୁଦ୍ଧରେ ଯାହାସବୁ କରିଅଛି, ଯଥାର୍ଥ ଥିଲା।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।