Ezekiel 14:3 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର; ଏହି ଲୋକମାନେ ସମାନଙ୍କେର ହୃଦଯ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ଦଇେଅଛନ୍ତି ଏବଂ ସମାନଙ୍କେ ପାପ ସମାନଙ୍କେ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସମାନଙ୍କେୁ କାହିଁକି ମାେତେ ଅନୁସନ୍ଧାନ କରିବାକୁ ଅନୁମତି ଦବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର; ଏହି ଲୋକମାନେ ସେମାନଙ୍କର ହୃଦୟ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଦେଇଅଛନ୍ତି ଏବଂ ସେମାନଙ୍କ ପାପ ସେମାନଙ୍କ ପଥରେ ବାଧା ରୂପେ ରହିଛି। ତେଣୁ ମୁଁ ସେମାନଙ୍କୁ କାହିଁକି ମୋତେ ଅନୁସନ୍ଧାନ କରିବାକୁ ଅନୁମତି ଦେବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?