Ezekiel 14:4 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଯେକହେି ଇଶ୍ରାୟେଲୀୟ ୟିଏ ତା'ର ହୃଦଯ ନିଜର ମୂର୍ତ୍ତିକୁ ଦିଏ, ଏବଂ ଯାହାର ପାପ ତା' ପାଇଁ ଏକ ବାଧା ଦିଏ, ଯେତବେେଳେ ଭବିଷ୍ଯଦବକ୍ତା ନିକଟକୁ ଉପଦେଶ ପାଇଁ ୟାଏ, ମୁଁ ସଦାପ୍ରଭୁ ନିଜେ ତାକୁ ଉତ୍ତର ଦବେି। କିନ୍ତୁ ତାକୁ ୟାଇ ପଚାରିବା ପାଇଁ କହିଲି, ତାଙ୍କର କଳୁଷିତ ମୂର୍ତ୍ତିଗୁଡ଼ିକୁ ସାହାୟ୍ଯ ନିମନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, ଯେକେହି ଇସ୍ରାଏଲୀୟ ଯିଏ ତା’ର ହୃଦୟ ନିଜର ମୂର୍ତ୍ତିକୁ ଦିଏ, ଏବଂ ଯାହାର ପାପ ତା’ ପାଇଁ ଏକ ବାଧା ଦିଏ, ଯେତେବେଳେ ଭବିଷ୍ୟଦ୍ବକ୍ତା ନିକଟକୁ ଉପଦେଶ ପାଇଁ ଯାଏ, ମୁଁ ସଦାପ୍ରଭୁ ନିଜେ ତାକୁ ଉତ୍ତର ଦେବି। କିନ୍ତୁ ତାକୁ ଯାଇ ପଗ୍ଭରିବା ପାଇଁ କହିଲି, ତାଙ୍କର କଳୁଷିତ ମୂର୍ତ୍ତିଗୁଡ଼ିକୁ ସାହାଯ୍ୟ ନିମନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
Odia IRV 2017 (ଓଡିଆ ବାଇବେଲ)