Ezekiel 14:5 — Compare Translations

5 translations compared side by side

Odia - 1840
"ମୁଁ ଏହା କରିବି, ଇଶ୍ରାୟେଲୀୟମାନଙ୍କୁ ବୁଝିପାରିବା ପାଇଁ ସମାନଙ୍କେ ଉପ ରେ ସହେି, ସମାନଙ୍କେର କଳୁଷିତ ମୂର୍ତ୍ତିଗୁଡ଼ିକ ମାଠାରୁେ ଉଚ୍ଛିନ୍ନ ରହିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେ ଇସ୍ରାଏଲ-ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେସମସ୍ତେ ଆପଣା ଆପଣା ଦେବଗଣ ଦ୍ଵାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା କରିବି, ଇସ୍ରାଏଲୀୟମାନଙ୍କୁ ବୁଝିପାରିବା ପାଇଁ ସେମାନଙ୍କ ଉପରେ ସେହି, ସେମାନଙ୍କର କଳୁଷିତ ମୂର୍ତ୍ତିଗୁଡ଼ିକ ମୋ’ଠାରୁ ଉଚ୍ଛିନ୍ନ ରହିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।