Ezekiel 14:6 — Compare Translations

5 translations compared side by side

Odia - 1840
" ତେଣୁ ଇଶ୍ରାୟେଲ ବଂଶଧରଙ୍କୁ କୁହ! ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଅନୁତାପ କର ଓ ତୁମ୍ଭମାନଙ୍କର ମୂର୍ତ୍ତିଗୁଡ଼ିକୁ ପରିତ୍ଯାଗ କରି ଘୃଣ୍ଯ ପ୍ରଥାରୁ ମାେ ନିକଟକୁ ଫରେିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲ-ବଂଶକୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଇସ୍ରାଏଲ ବଂଶଧରଙ୍କୁ କୁହ! ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ଅନୁତାପ କର ଓ ତୁମ୍ଭମାନଙ୍କର ମୂର୍ତ୍ତିଗୁଡ଼ିକୁ ପରିତ୍ୟାଗ କରି ଘୃଣ୍ୟ ପ୍ରଥାରୁ ମୋ’ ନିକଟକୁ ଫେରି ଆସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।