Ezekiel 14:7 — Compare Translations
5 translations compared side by side
Odia - 1840
"ଯଦି କୌଣସି ଇଶ୍ରାୟେଲୀୟ କିମ୍ବା ଇଶ୍ରାୟେଲୀୟମାନଙ୍କ ସହିତ ବାସ କରୁଥିବା କୌଣସି ବ୍ଯକ୍ତି ମାେତେ ପରିତ୍ଯାଗ କରେ ଏବଂ ତା'ର ହୃଦଯକୁ ମୂର୍ତ୍ତିମାନଙ୍କଠା ରେ ଲଗାଏ, ତା' ପାଇଁ ତା'ର ପାପ ଏକ ବାଧା ହୁଏ ଏବଂ ତା'ପ ରେ ସେ ଭବିଷ୍ଯତବକ୍ତାମାନଙ୍କୁ ପଚାରିବା ପାଇଁ ୟାଏ, ମୁଁ ନିଜେ ସଦାପ୍ରଭୁ ତାକୁ ଉତ୍ତର ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇସ୍ରାଏଲ-ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଇସ୍ରାଏଲୀୟ କିମ୍ବା ଇସ୍ରାଏଲୀୟମାନଙ୍କ ସହିତ ବାସ କରୁଥିବା କୌଣସି ବ୍ୟକ୍ତି ମୋତେ ପରିତ୍ୟାଗ କରେ ଏବଂ ତା’ର ହୃଦୟକୁ ମୂର୍ତ୍ତିମାନଙ୍କଠାରେ ଲଗାଏ, ତା’ ପାଇଁ ତା’ର ପାପ ଏକ ବାଧା ହୁଏ ଏବଂ ତା’ପରେ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଗ୍ଭରିବା ପାଇଁ ଯାଏ, ମୁଁ ନିଜେ ସଦାପ୍ରଭୁ ତାକୁ ଉତ୍ତର ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
Odia IRV 2017 (ଓଡିଆ ବାଇବେଲ)
କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ୍ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।