Ezekiel 14:8 — Compare Translations
5 translations compared side by side
Odia - 1840
"ଆମ୍ଭେ ସେ ଲୋକର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାକୁ ବିନାଶ କରିବା। ସେ ଅନ୍ୟମାନଙ୍କ ପାଇଁ ଏକ ଉଦାହରଣ ଓ ହାସ୍ଯାସ୍ପଦ ହବେ। ଆଉ ଆମ୍ଭେ ଅନ୍ୟ ଲୋକଙ୍କ ମଧ୍ଯରୁ ତାହାକୁ ଉଚ୍ଛନ୍ନ୍ କରିବା। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭମାନେେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ବିନାଶ କରିବା। ସେ ଅନ୍ୟମାନଙ୍କ ପାଇଁ ଏକ ଉଦାହରଣ ଓ ହାସ୍ୟାସ୍ପଦ ହେବ। ଆଉ ଆମ୍ଭେ ଅନ୍ୟ ଲୋକଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜାଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)