Ezekiel 14:9 — Compare Translations

5 translations compared side by side

Odia - 1840
"ଯଦି କୌଣସି ଭବିଷ୍ଯଦବକ୍ତା ଏପରି ମୂର୍ଖ ଭବିଷ୍ଯତବାଣୀ ପ୍ରଚାର କରେ, ତବେେ ମୁଁ ସଦାପ୍ରଭୁ ତାକୁ ଦଖାଇେ ଦବେି ଯେ, ସେ କିପରି ମୂର୍ଖ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯେବେ କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଭବିଷ୍ୟ‌ଦ୍‌ବକ୍ତା ଏପରି ମୂର୍ଖ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରେ, ତେବେ ମୁଁ ସଦାପ୍ରଭୁ ତାକୁ ଦେଖାଇ ଦେବି ଯେ, ସେ କିପରି ମୂର୍ଖ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
Odia IRV 2017 (ଓଡିଆ ବାଇବେଲ)