Ezekiel 15:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ଦ୍ରାକ୍ଷାଲତାର ଶାଖା, ବନସ୍ଥ ବୃକ୍ଷଗଣର ଶାଖା ଅପେକ୍ଷା କ'ଣ ଅଧିକ ଶକ୍ତ? ଏବଂ ଏହା ଅନ୍ୟ କୌଣସି ଶାଖା ଅପେକ୍ଷା ଭଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଦ୍ରାକ୍ଷାଲତାର ଶାଖା, ବନସ୍ଥ ବୃକ୍ଷଗଣର ଶାଖା ଅପେକ୍ଷା କ’ଣ ଅଧିକ ଶକ୍ତ? ଏବଂ ଏହା ଅନ୍ୟ କୌଣସି ଶାଖା ଅପେକ୍ଷା ଭଲ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?