Ezekiel 15:4 — Compare Translations
5 translations compared side by side
Odia - 1840
"ଲୋକେ କବଳେ ଜାଳ ହବୋପାଇଁ ତାକୁ ଅଗ୍ନି ରେ ପକାନ୍ତି। ତା'ର ଦୁଇମୁଣ୍ଡ ଅଗ୍ନି ରେ ପୋଡ଼ିୟାଏ ଓ ମଝିଅଂଶ ଅର୍ଦ୍ଧଦ' ରହେ। ତାହା କ'ଣ କୌଣସି କାର୍ୟ୍ଯ ରେ ଆସିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ତ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା; ତାହା କି କୌଣସି କାର୍ଯ୍ୟକୁ ଆସିବ?
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ କେବଳ ଜାଳ ହେବା ପାଇଁ ତାକୁ ଅଗ୍ନିରେ ପକାନ୍ତି। ତା’ର ଦୁଇମୁଣ୍ଡ ଅଗ୍ନିରେ ପୋଡ଼ିଯାଏ ଓ ମଝିଅଂଶ ଅର୍ଦ୍ଧଦଗ୍ଧ’ ରହେ। ତାହା କ’ଣ କୌଣସି କାର୍ଯ୍ୟରେ ଆସିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ?
Odia IRV 2017 (ଓଡିଆ ବାଇବେଲ)
ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ଡ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା ତାହା କି କୌଣସି କାର୍ଯ୍ୟକୁ ଆସିବ?