Ezekiel 15:5 — Compare Translations

5 translations compared side by side

Odia - 1840
"ଅଗ୍ନି ରେ ନ ପୋଡ଼ିବା ପୂର୍ବରୁ ସେ କୌଣସି କାର୍ୟ୍ଯ ପାଇଁ ଯୋଗ୍ଯ ହେଲା ନାହିଁ କି ଅଗ୍ନି ରେ ଦ' ହେଲାପ ରେ ତାହା କୌଣସି କାର୍ୟ୍ଯ ପାଇଁ ଯୋଗ୍ଯ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ?
Odia Bible ERV 2004 (ପବିତ୍ର ବାଇବଲ)
ଅଗ୍ନିରେ ନ ପୋଡ଼ିବା ପୂର୍ବରୁ ସେ କୌଣସି କାର୍ଯ୍ୟ ପାଇଁ ଯୋଗ୍ୟ ହେଲା ନାହିଁ କି ଅଗ୍ନିରେ ଦ‌ଗ୍‌ଧ ହେଲା ପରେ ତାହା କୌଣସି କାର୍ଯ୍ୟ ପାଇଁ ଯୋଗ୍ୟ ହେଲା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ?
Odia IRV 2017 (ଓଡିଆ ବାଇବେଲ)
ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ?”