Ezekiel 15:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁ କହନ୍ତି: ବନର ସମସ୍ତ ବୃକ୍ଷ ମଧ୍ଯରୁ ମାରଜୋଳଣେି ପାଇଁ ଦ୍ରାକ୍ଷା କାଠ ଅଛି। ମୁଁ ୟିରୁଶାଲମ ନିବାସୀମାନଙ୍କୁ ଏହିପରି କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ କହନ୍ତି: “ବନର ସମସ୍ତ ବୃକ୍ଷ ମଧ୍ୟରୁ ମୋର ଜାଳେଣି ପାଇଁ ଦ୍ରାକ୍ଷା କାଠ ଅଛି। ମୁଁ ଯିରୁଶାଲମ ନିବାସୀମାନଙ୍କୁ ଏହିପରି କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।